ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୬ ଜଣ ଆକ୍ରାନ୍ତ । ୫ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି । ସେହିପରି ବାଲେଶ୍ୱର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନାନଜିତ ମୃତ୍ୟୁସଂଖ୍ୟା ୧୭ଶହ ୭୧କୁ ବୃଦ୍ଧି ପାଇଛି ।
BREAKING NEWS
- Budget 2026: ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟକୁ ଧ୍ୟାନରେ ରଖି ପ୍ରସ୍ତୁତ ହୋଇଛି: ଅମିତ ଶାହା
- Union Budget 2026: ବଜେଟ ପାଇଁ କାହିଁକି ଧସିଲା ସେୟାର ମାର୍କେଟ…
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
Comments are closed.