ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଟ୍ରମ୍ପ ଯିବା ପୂର୍ବରୁ ଚୀନ୍ ପାଇଁ କ୍ରମାଗତ ଭାବେ ଶକ୍ତ ପ୍ରହାର କରି ଚାଲିଛନ୍ତି। ଆମେରିକାର ରାଷ୍ଟ୍ରପତି ଚାଇନାର ସର୍ବବୃହତ ସଫ୍ଟୱେର୍ ନିର୍ମାତା ଏମ୍ଆଇସି କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହା ବ୍ୟତୀତ ଚାଇନାର ଚାରୋଟି ଦିଗ୍ଗଜ ତୈଳ କମ୍ପାନୀ CNOOC ସମେତ ଅନ୍ୟ ଚାରୋଟି କମ୍ପାନୀ ବ୍ଲାକ୍ଲିଷ୍ଟ୍ ଅନ୍ତର୍ଭୁକ୍ତ କରିଛି। ଆମେରିକାର ପ୍ରତିରକ୍ଷା ବିଭାଗ ଏହି ସୂଚନା ଗଣମାଧ୍ୟମକୁ ପ୍ରଦାନ କରିଛି।
BREAKING NEWS
- ଡିଆରଡିଓ ଏବଂ ଆଇଏଏଫ୍ ପକ୍ଷରୁ ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
- CBSEର ନୂଆ ଅଧ୍ୟକ୍ଷ ପ୍ରଶାନ୍ତ ଲୋଖଣ୍ଡେ ସୀତାରାମ
- ଏସଟି, ଏସସି, ଏସିବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢିଲା ସିଟ୍ ସଂରକ୍ଷଣ
- କାଶିରା ଗ୍ରାମରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସଫେଇ ଅଭିଯାନ
- ହାତୀ ମୃତ୍ୟୁ ଘଟଣା; ଫରେଷ୍ଟର ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ
- ହାର୍ଦ୍ଦିକ, ରୋହିତଙ୍କୁ ଫିଟନେସ ଟେଷ୍ଟ ପ୍ରମାଣିତ କରିବାକୁ କହିଲା ବିସିସିଆଇ
- ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ: ଭାରତୀୟ କ୍ୟାମ୍ପରେ ସାମିଲ ହେଲେ ଆକ୍ୱିବ ନବୀ
- ସାଇରାଜ ବାହୁଟୁଲେ ଭାରତୀୟ କ୍ରିକେଟ୍ ଦଳର ନୂଆ ସ୍ପିନ୍ ପ୍ରଶିକ୍ଷକ
- ଭାରତରେ ଶିଶୁ ମୃତ୍ୟୁ ହାରରେ ସୁଧାର, ଏବେବି ଏହି ରାଜ୍ୟ ସବୁଠାରୁ ଚିନ୍ତାଜନକ ସ୍ଥିତିରେ ରହିଛି
- CBSE ମାମଲାରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କୁ ବିଦା କଲେ
Comments are closed.