ପୁରୀ: ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି ଅଭିଯୋଗ । ପିନରେଷ୍ଟ ନାମକ ଏକ ସଂସ୍ଥା ପକ୍ଷରୁ ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ସେବାୟତଙ୍କ ସମେତ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଇଛି । ସମ୍ପୃକ୍ତ ସଂସ୍ଥା ବିରୋଧରେ ସେବାୟତ ଏତଲା ଦେବେ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆ ।

ବାରମ୍ବାର ଏମିତି ଘଟଣା ସାମନାକୁ ଆସୁଛି । ନିକଟରେ ଇ-କମର୍ସ ସଂସ୍ଥା ଆମାଜନରେ ଅନଲାଇନରେ ନିର୍ମାଲ୍ୟ ବିକ୍ରି କରୁଥିବା ଘଟଣା ସାମନାକୁ ଆଣିଥିଲେ ସେବାୟତ ଶମ୍ଭୁନାଥ ଖୁଣ୍ଟିଆ । ଶ୍ରୀମନ୍ଦିର ପ୍ରଶାସନ ଆମାଜନ ନାଁରେ ଏତଲା ଦେଇଥିଲେ । ବାରମ୍ବାର ଅଭିଯୋଗ ସତ୍ତ୍ୱେ ଶ୍ରୀଜଗନ୍ନାଥ ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଉନି ପଦକ୍ଷେପ । ଏହାର ଫାଇଦା ଉଠାଇ କିଏ ଅନଲାଇରେ ନିର୍ମାଲ୍ୟ ତ କେହି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ମହାପ୍ରସାଦ ବିକ୍ରି କରୁଛନ୍ତି ।
BREAKING NEWS
- ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ
- ଓଡ୍ରାଫ୍ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର
- ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍
- ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ
- ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି ବିଜେଡି ନେତା
- ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
- ଟେଷ୍ଟ କ୍ରିକେଟରେ ଅଲୋଡ଼ା ବିଶ୍ୱ ରେକର୍ଡ: ନୋ ବଲ୍’ ଯୋଗୁଁ ୧୩ଟି ୱିକେଟ ହରାଇଥିଲେ ଭାରତର ବୋଲିଂ କୋଚ
- ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ
- ୱାର୍ଲ୍ଡ ବ୍ୟାଡମିଣ୍ଟନ ଚାମ୍ପିଅନ୍ସିପ୍: ସିନ୍ଧୁଙ୍କୁ ୯ମ ଏବଂ ସାତ୍ତ୍ୱିକ୍-ଚିରାଗ ଯୋଡ଼ିଙ୍କୁ ମିଳିଲା ୫ମ ସୀଡିଂ
- ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ, ସରକାରଙ୍କ ଉପରେ ବର୍ଷିଲା ବିଜେଡି
Comments are closed.