ଇସଲାମାବାଦ: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ପ୍ରଥମ ପତ୍ନୀ ଜେମିମା ଗୋଲ୍ଡସ୍ମିଥଙ୍କ ସମେତ ସମସ୍ତଙ୍କୁ ତାଙ୍କ ଟ୍ୱିଟର ଆକାଉଣ୍ଟରୁ ଅନୁସରଣ କରିବା ବନ୍ଦ କରିଛନ୍ତି ଅର୍ଥାତ୍ ଅନ୍ଫଲୋ କରିଦେଇଛନ୍ତି। ଏହା ପରେ ଲୋକମାନେ ତାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଦେଇଛନ୍ତି। ଇମ୍ରାନ ଖାନଙ୍କ ଅଫିସିଆଲ୍ ଟ୍ୱିଟର ହେଡର୍ ହେଉଛି @ଇମ୍ରାନଖାନପିଟିଆଇ। ଏହି ଆକାଉଣ୍ଟରେ ତାଙ୍କର ଅନୁସରଣକାରୀଙ୍କ ସଂଖ୍ୟା ହେଉଛି ୧୨.୯ ମିଲିୟନ୍। ରିପୋର୍ଟ ଅନୁଯାୟୀ ସାମାଜିକ ମାଇକ୍ରୋବ୍ଲଗିଂ ସାଇଟ୍ ଟ୍ୱିଟରରେ ଇମ୍ରାନ ଖାନ ବହୁତ ସକ୍ରିୟ ଅଟନ୍ତି। ଆଗାମୀ ଦିନରେ ସେ ଏହା ମାଧ୍ୟମରେ ଲୋକଙ୍କୁ ନିଜର ବାର୍ତ୍ତା ବିସ୍ତାର କରୁଛନ୍ତି।
BREAKING NEWS
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି
- ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା
- ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ