ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ଓ ରାଜ୍ୟରେ ଶିଶୁ ନିଖୋଜ ଘଟଣାରେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଘେରିଲେ ବିଜେପି ମହିଳା ମୋର୍ଚ୍ଚା କର୍ମୀ । ଅଫିସ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ସେମାନଙ୍କୁ ପୋଲିସ ବାଧା ଦେଇଥିଲା । ଏତିକିବେଳେ ପୋଲିସ ସହ ବିକ୍ଷୋଭକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।
ସେହିପରି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଫିସ ଆଗରେ ବିକ୍ଷୋଭ କରିଛି କଂଗ୍ରେସ । ପ୍ରଦୀପ ମାଝୀ ଓ ବିଜୟଲକ୍ଷ୍ମୀ ସାହୁଙ୍କ ନେତୃତ୍ୱରେ ଏହି ବିକ୍ଷୋଭରେ ବହୁ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ। ରାଜ୍ୟରେ ନିଖୋଜ ଶିଶୁ କୁଆଡ଼େ ଗଲେ ବୋଲି ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କୁ ଦଳ ପ୍ରଶ୍ନ କରିଛି ।
BREAKING NEWS
- ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
- ଭାରତର ଏହି ସ୍ୱଦେଶୀ ବ୍ରାଉଜର୍ କ୍ରୋମ୍-ଫାୟାରଫକ୍ସକୁ ଦେବ ଟକ୍କର
- ଓଡ଼ିଶାରେ କଇଁଛଙ୍କ ସଂଖ୍ୟା ୧୫.୧୧ ଲକ୍ଷ ଟପିଲା
- ଥାନା IIC ଙ୍କୁ ସଂଘବଦ୍ଧ ଆକ୍ରମଣ, ୨୦ ଅଟକ
- ବିରଜା ମନ୍ଦିର ଭିତରେ ପଶିଲେ ବିଦେଶୀ ନାଗରିକ
- ଏଣିକି ଲୁଣି ପାଣିରେ ବିଘଟିତ ହେବ ପ୍ଲାଷ୍ଟିକ!
- ଇରାନକୁ ଟ୍ରମ୍ପଙ୍କ ବୋମାମାଡ଼ ଧମକ
- ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିବ ବିଜେଡି
- ଧୋନିଙ୍କୁ କାହିଁକି ଏସବିଆଇ ଦିଏ ୬ କୋଟି ଟଙ୍କା? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
- ଇଣ୍ଡିଗୋ ଉପରେ ୯୪୪ କୋଟି ଟଙ୍କାର ଜୋରିମାନା
Comments are closed.