ପାରଳାଖେମୁଣ୍ଡି: ଭିଜିଲାନ୍ସ ଜାଲରେ ସରକାରୀ ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲାର ଜଣେ ସରକାରୀ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ସେ ହେଉଛନ୍ତି ଏ.ଏସ୍ ରାଉତପୁର ଜଙ୍ଗଲପାଡୁ ଗାଁର ଶିକ୍ଷକ ଦୁଷ୍ମନ୍ତ ନାୟକ । ଆଜି ସକାଳୁ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସର ୬ଟି ଟିମ୍ ରେଡ ଚଳାଇଛନ୍ତି ।
ଦୁଷ୍ମନ୍ତ ନାୟକଙ୍କ ପୈତୃକ ଗ୍ରାମ ଜଙ୍ଗଲପାଡୁ ସମେତ ପାରଳାଖେମୁଣ୍ଡି ସହରର ୮ଟି ସ୍ଥାନରେ ଚଢ଼ାଉ ହୋଇଛି । ସେ ଶିକ୍ଷକ ଥିବା ଏସ. ରାଉତପୁର ସ୍କୁଲ ଓ ରାୟଗଡ ଜିଲ୍ଲା ଗୁଣପୁର ଶ୍ୱଶୁର ଘରେ ବି ରେଡ୍ ଚଳାଇଛନ୍ତି ଭିଜିଲାନ୍ସ ଟିମ୍ ।
BREAKING NEWS
- ଚମ୍ପଟ ରୋଗୀର ମୃତଦେହ ଉଦ୍ଧାର
- ନିର୍ବାଚନୀ ପ୍ରଚାର ପାଇଁ ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- ଖେଳ ପଡିଆରୁ ବାପା, ମା ଓ ଝିଅର ମୃତ ଦେହ ଠାବ
- ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ
- ପ୍ଲେ-ଅଫରେ ମୁମ୍ବାଇ ଇଣ୍ଡିଆନ୍ସ ସ୍ଥାନ ପାଇବାର ଆଶା ଧୂଳିସାତ
- ଲକ୍ଷ୍ନୌର ମୁଣ୍ଡ ବିନ୍ଧାଇଲେ ହେଡ-ଅଭିଷେକ, ୬୨ ବଲ ବାକିଥାଇ ମ୍ୟାଚ ଜିତାଇଲେ
- ଅମ୍ବାନୀ-ଆଦାନୀ ପ୍ରସଙ୍ଗ: ମୋଦୀଙ୍କ ଅଭିଯୋଗର ଜବାବ ଦେଲେ ରାହୁଲ
- ହସ୍ପିଟାଲରେ ପୂର୍ବତନ ବ୍ଲକ ଅଧ୍ୟକ୍ଷା: କହିଲେ ମୃତ୍ୟୁ ହେଲେ ବିଜେଡି ନେତା ବ୍ୟୋମକେଶ ଦାୟୀ
- ‘ରାଜ୍ୟରେ ବିଜେପି ସରକାର କଲେ ଦେଶୀ ମଦ ସମ୍ପୂର୍ଣ୍ଣ ବ୍ୟାନ୍ ହେବ’
- ଲୋକସଭାରେ ବୃଦ୍ଧି ପାଉଛି ବୟୋଜ୍ୟେଷ୍ଠ ସାଂସଦଙ୍କ ସଂଖ୍ୟା