ମସ୍କୋ: ଇଲେକ୍ଟୋରାଲ୍ କଲେଜ ଭୋଟ୍ରେ ଜିତିବା ପରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜୋ ବାଇଡେନ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଲ୍ଲେଖ ଥାଉ କି, ବାଇଡେନ୍ ମଙ୍ଗଳବାର ଦିନ ଇଲେକ୍ଟୋରାଲ୍ କଲେଜ ଭୋଟ୍ ଜିତିବା ପରେ ଆମେରିକାର ରାଷ୍ଟ୍ରପତି ଭାବରେ ତାଙ୍କର ବିଜୟକୁ ନିଶ୍ଚିତ କରିଛନ୍ତି। ନଭେମ୍ବର ୩ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମାପ୍ତ ହେବା ପରେ ପୁଟିନ ବାଇଡେନ୍ଙ୍କୁ ଅଭିନନ୍ଦନ ଜଣାଇ ନଥିଲେ ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ସମ୍ପ୍ରତି ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ବାଇଡେନ୍ଙ୍କୁ ଭାବେ ବିଜୟର ବାର୍ତ୍ତା ଜଣାଇଲେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ।
BREAKING NEWS
- ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
Comments are closed.