Latest Odisha News

BREAKING NEWS

କୋଭିଡ ନିୟମ ଉଲ୍ଲଘଂନ ଅଭିଯୋଗରେ ହୋଟେଲକୁ ୨୦ ହଜାର ଟଙ୍କା ଫାଇନ କଲା ବିଏମସି

ଭୁବନେଶ୍ବର: କୋଭିଡ ଗାଇଡ ଲାଇନ ଅବମାନନା ଅଭିଯୋଗରେ ରାଜଧାନୀର ହୋଟେଲ ପ୍ରିୟାକୁ ଜୋରିମାନା କରାଯାଇଛି । ବିଏମସି ପକ୍ଷରୁ ୨୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି ।

କରୋନା ସଂକ୍ରମଣର ଭୟ ଥିଲେ ସୁଦ୍ଧା ହୋଟେଲରେ କୋଭିଡ ଆବଶ୍ୟକତାଠାରୁ ଅଧିକ ଗ୍ରାହକ ବସି ଖାଉଥିବା ବେଳେ ସାମାଜିକ ଦୂରତ୍ୱ ନିୟମକୁ ଅବମାନନା ହେଉଥିବା ଅଭିଯୋଗ ଆସିବା ପରେ ବିଏମସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

Leave A Reply

Your email address will not be published.