Latest Odisha News

BREAKING NEWS

କୁହୁଡ଼ିରେ ଦେଖାଗଲାନି ରାସ୍ତା: ଦୁଇ ଟ୍ରକ ମଧ୍ୟରେ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ପଟାଙ୍ଗୀ ଥାନା ଏନ୍‌ଏଚ୍‌-୨୬ ସିପାଇପୁଟ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘନକୁହୁଡ଼ି ଯୋଗୁ ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଇ ନଥିଲା । ଫଳରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ପରିଚୟ ମିଳି ପାରି ନାହିଁ ।

Leave A Reply

Your email address will not be published.