Latest Odisha News

BREAKING NEWS

ଓଡ଼ିଶାରୁ ନୂଆ ୩୫୮ କରୋନା ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ…

ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ୩୫୮ଟି ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ କରାଯାଇଛି। ଯାହା ଫଳରେ ମୋଟ୍ ସଂଖ୍ୟା ରବିବାର ଦିନ ୩ ଲକ୍ଷ ୨୫ ହଜାର ୫୦୫ରେ ପହଞ୍ଚିଛି।

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, କ୍ବାରେଣ୍ଟାଇନରୁ ୨୦୮ ଓ ୧୫୦ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଛି।

 

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ଓଡିଶାରେ ୩୦୩୯ଟି ସକ୍ରିୟ ମାମଲା ରହିଛି। ଏହାଛଡା ୩ ଲକ୍ଷ ୨୦ ହଜାର ୫୮୪ ଜଣ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.