ନୂଆଦିଲ୍ଲୀ: ଶୁକ୍ରବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେ ନିଜେ ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟରରେ ଲେଖିଛନ୍ତି ଯେ ‘ଆଜି ମୋର କରୋନା ପରୀକ୍ଷା କରାଯାଇଥିଲା ଏବଂ ରିପୋର୍ଟ ପଜିଟିଭ୍ ଆସିଛି। ମୋର ସ୍ୱାସ୍ଥ୍ୟ ଭଲ ଅଛି ଏବଂ କୌଣସି ଲକ୍ଷଣ ନାହିଁ। ତେଣୁ ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ କିଛି ଦିନ ସଙ୍ଗରୋଧରେ ରହିବି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଛନ୍ତି,ସେମାନେ ନିଜେ ସଙ୍ଗରୋଧରେ ରହିବା ସହ ନିଜର ଯାଞ୍ଚ୍ କରାଇ ନିଅନ୍ତୁ।
BREAKING NEWS
- ପୁଣି ବଡ଼ ଧରଣର ଏନକାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ମାଓବାଦୀ ନିପାତ
- ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କ ପରଲୋକ
- ଏଣିକି ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ, ମେଡିକାଲ କଲେଜକୁ ଏନ୍ଏମ୍ସିର ନୋଟିସ୍
- ମାନସିକ ସ୍ବାସ୍ଥ୍ୟ ଉପରେ ସୋସିଆଲ ମିଡିଆର କ’ଣ ପଡୁଛ ପ୍ରଭାବ? ଭବିଷ୍ୟତ ପିଢି ପାଇଁ ସାଜୁଛି ବିପଦପୂର୍ଣ୍ଣ..
- କାହିଁକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଣି ହେଲା ମହାସ୍ନାନ?
- ନ୍ୟୁମେରୋଲଜି ବଦଳାଇଦେଲା ଜୀବନ: ମୁସଲମାନ ହୋଇ ମଧ୍ୟ ନୁଶରତ କରନ୍ତି ମାଆ ସନ୍ତୋଷୀଙ୍କ ବ୍ରତ
- ଘରେ ପହଞ୍ଚିବନି ରୋଷେଇ ଗ୍ୟାସ ସିଲିଣ୍ଡର, ସଂଘ ଦେଲା ଚେତାବନୀ
- ଏହି ଘାସ କଣ୍ଟ୍ରୋଲ କରେ ହାଇ ବିପି.. !
- ସମ୍ୱଲପୁରରେ ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
- ଏହି ତେଲର ୨ ବୁନ୍ଦା ନାଭିରେ ପକାନ୍ତୁ, କେଶ ହେବ କଳା
Comments are closed.