ପୁରୀ: ଆଉ ତିନି ଦିନ ପରେ ଖୋଲିବ ଶ୍ରୀମନ୍ଦିର । ଏହାସହ ୨୩ ତାରିଖରୁ ପୁରୀ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ଖୋଲିବ । ୯ମାସ ପରେ କୋଭିଡ୍ କଟକଣା ମାନି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ । ତାପୂର୍ବରୁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନ୍ ।
ଆଜି ଭୋରରୁ ଫାଇଭ୍ ଟି ସଚିବ ପହଞ୍ଚିଥିଲେ ଶ୍ରୀକ୍ଷେତ୍ରରେ । କୋଭିଡ୍ କଟକଣା ଭିତରେ ସର୍ବସାଧାରଣ ଦର୍ଶନ ପାଇଁ ବଡ଼ଦାଣ୍ଡ ଓ ସିଂହଦ୍ୱାରରେ କିଭଳି ବ୍ୟବସ୍ଥା ହୋଇଛି ତାର ଅନୁଧ୍ୟାନ କରିଥିଲେ ଭି. କେ. ପାଣ୍ଡିଆନ୍ । ତାସହ ବିଭିନ୍ନ ଉନ୍ନୟନମୂଳକ କାମର ବି ସମୀକ୍ଷା କରିଛନ୍ତି । ଏତିକିବେଳେ ତାଙ୍କ ସହ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ଥିଲେ ।
BREAKING NEWS
- କିଶୋରୀଙ୍କ ସୁରକ୍ଷା ଚିନ୍ତା : ଛାତ୍ରୀମାନେ ପାଇଲେ ଭଲ ଓ ଖରାପ ସ୍ପର୍ଶ ବିଷୟରେ ଶିକ୍ଷା
- ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?
- ସଙ୍କଟରେ ହରିୟାଣାର ବିଜେପି ସରକାର, ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ
- ଦୀପିକାଙ୍କ ସହ ବିବାହର ସମସ୍ତ ଫଟୋ ଡିଲିଟ କଲେ ରଣବୀର
- ତାତିରେ ଲାଗିଲା ବ୍ରେକ୍; ୩୫ ଡିଗ୍ରୀ ତଳେ ରାଜ୍ୟରେ ୨୦ ସହର
- ଷ୍ଟେଜରେ ନଖ କାଟିଲେ ଅରିଜିତ ସିଂ
- ନାମାଙ୍କନ ପତ୍ର ଦାଖଲ କଲେ ଡ଼ା.ରାଜଶ୍ରୀ ମଲ୍ଲିକ ଓ ରମାକାନ୍ତ ଭୋଇ
- ହାତ ଛାଡ଼ିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା
- ଗ୍ରାଉଣ୍ଡସମ୍ୟାନଙ୍କ ବେକକୁ ଧରିଲେ ଶାକିବ ଉଲ ହାସନ
- ସୌମ୍ୟ ବଦଳାଇବେ ଘସିପୁରା ଗେମ୍ !