ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ପୌର ପରିଷଦର ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ହୋଇଛି । ସଂପୃକ୍ତ କର୍ମଚାରୀ ହେଉଛନ୍ତି ସଦାଶିବ ସ୍ୱାଇଁ । ତାଙ୍କର ଗୁରୁଜଙ୍ଗ ବାସଭବନ ଓ ଏନ୍ୟ ଏକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଥିବା ସୂଚନା ମିଳିଛି । ବର୍ତ୍ତମାନ ବି ଚଢ଼ାଉ ଜାରି ରହିଛି ।
BREAKING NEWS
- ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?
- ସଙ୍କଟରେ ହରିୟାଣାର ବିଜେପି ସରକାର, ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ
- ଦୀପିକାଙ୍କ ସହ ବିବାହର ସମସ୍ତ ଫଟୋ ଡିଲିଟ କଲେ ରଣବୀର
- ତାତିରେ ଲାଗିଲା ବ୍ରେକ୍; ୩୫ ଡିଗ୍ରୀ ତଳେ ରାଜ୍ୟରେ ୨୦ ସହର
- ଷ୍ଟେଜରେ ନଖ କାଟିଲେ ଅରିଜିତ ସିଂ
- ନାମାଙ୍କନ ପତ୍ର ଦାଖଲ କଲେ ଡ଼ା.ରାଜଶ୍ରୀ ମଲ୍ଲିକ ଓ ରମାକାନ୍ତ ଭୋଇ
- ହାତ ଛାଡ଼ିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା
- ଗ୍ରାଉଣ୍ଡସମ୍ୟାନଙ୍କ ବେକକୁ ଧରିଲେ ଶାକିବ ଉଲ ହାସନ
- ସୌମ୍ୟ ବଦଳାଇବେ ଘସିପୁରା ଗେମ୍ !
- ମ୍ୟାଚ ଖେଳିବା ପୂର୍ବରୁ ଔଷଧ ଖାଉଛନ୍ତି ଧୋନୀ