ରାଉରକେଲା: ଯାହାକୁ ସାତ ଜନ୍ମର ସାଥି କରି ବିବାହ କରିଥିଲେ ସିଏ ମାରିଦେଲା । ସ୍ୱାମୀ ସାଜିଲା ସୈତାନ । ସ୍ତ୍ରୀକୁ ଫାର୍ମାରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଫାର୍ସାଟୋଲା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକଙ୍କ ନାଁ ସାବିତ୍ରୀ ସାହୁ । ଏହି ଘଟଣାରେ ଅଭିଯୁକ୍ତ ସ୍ୱାମୀ ରାମଧନ ସାହୁକୁ ପୋଲିସ ଅଟକ ରଖିଛି । ପାରିବାରିକ କଳହରୁ ହତ୍ୟା ସନ୍ଦେହ କରି ତଦନ୍ତ କରୁଛି ପୋଲିସ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.