ଭୁବନଶ୍ୱର: ଓଡ଼ିଶାବାସୀଙ୍କୁ ନୂଆବର୍ଷରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ । ଏନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଓ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ନୂତନ ବର୍ଷରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।
Wish all of you a very #HappyNewYear and wish everyone’s lives are filled with hope, peace and prosperity in the new year of 2021.#JaiJagannatha pic.twitter.com/AeoTp3Zncv— Naveen Patnaik (@Naveen_Odisha) January 1, 2021
Comments are closed.