ସୁନ୍ଦରଗଡ଼: ରାତିରେ ମାତିଲେ ଲୁଟେରା । ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ । ସୁନ୍ଦରଗଡ଼ ଜିଲ୍ଲା ସଵଡେଗା ସ୍ଥିତ ଆକ୍ସିସ ବ୍ୟାଙ୍କ ଏଟିଏମ ଭାଙ୍ଗି ଲୁଟ୍ ଉଦ୍ୟମ ହୋଇଛି । ଗତକାଲି ମଧ୍ୟରାତ୍ରିରେ ଦୁର୍ବୃତ୍ତ ଏହି ଲୁଟ୍ ଉଦ୍ୟମ କରିଥିଲେ । ତେବେ ଡକାୟତ ଏଟିଏମରୁ ଟଙ୍କା ଲୁଟିବାରେ ସଫଳ ହୋଇ ନଥିବା କୁହାଯାଉଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନାଘନା ତଦନ୍ତ ଚଳାଇଛି ।
BREAKING NEWS
- Yusuf Pathan denies: କ’ଣ ୟୁସୁଫ ପଠାନଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରିଥିଲେ ମମତା? ନିଜେ ସାଂସଦ କଲେ ଖୁଲାସା..
- No Charge from PMJAY Patients: ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ରୋଗୀଙ୍କଠାରୁ ଆଉ ନେଇପାରିବେନି ଟଙ୍କା…ହଠାତ୍ ହସ୍ପିଟାଲରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ
- Odisha Train Girl Students AI, Data Science: ଏଆଇ ଏବଂ ଡାଟା ସାଇନ୍ସରେ ଆଗକୁ ବଢିବେ ଝିଅ, ପ୍ରତିବର୍ଷ ୧୦୦୦ ଛାତ୍ରୀଙ୍କୁ ଦେବେ ସରକାର ପ୍ରଶିକ୍ଷଣ
- Multiple People Shot in US: ଆମେରିକାରେ ଏକ ମହୋତ୍ସବରେ ଆଖିବୁଜା ଗୁଳିମାଡ, ଅନେକ ଆହତ; ଆକ୍ରମଣକାରୀଙ୍କୁ ଖୋଜୁଛି ପୋଲିସ
- Mahanadi Water Dispute: ମହାନଦୀ ବିବାଦରେ ପଡିବ ପୂର୍ଣ୍ଣଚ୍ଛେଦ! ଦିଲ୍ଲୀରେ ହେବ ୧୧ ଦିନିଆ ମାନସମନ୍ଥନ, ଆମ୍ନାସାମ୍ନୀ କଥା ହେବେ ଓଡିଶା-ଛତିଶଗଡ
- LPG Price Hike: ହାଣ୍ଡିଶାଳକୁ ମହଙ୍ଗା ମାଡ; ୨୯ ଟଙ୍କା ବଢିଗଲା ଏଲପିଜି ଗ୍ୟାସ ଦର, ୩ ମାସରେ ବଢିଲାଣି ଏତିକି ଟଙ୍କା…
- ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ; ୬୦ ବର୍ଷ ହେଲେ ଆପେ ଯିବେ ଭତ୍ତା ପୋର୍ଟାଲକୁ
- ରାଜସୱ ନିରୀକ୍ଷକ ଚାକିରି ଆଶା ଦେଖାଇ ଯୁବକଙ୍କ ଠାରୁ ସାଢେ ୫ ଲକ୍ଷ ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
- ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି
- Sambalpur Football Academy: ସମ୍ବଲପୁରରେ ନିର୍ମାଣ ହେବ ଫିଫା ମାନର ଆଧୁନିକ ଫୁଟବଲ ପଡ଼ିଆ
Comments are closed.