ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁର ନୂତନ ଷ୍ଟ୍ରେନ୍ ସଂଖ୍ୟା ବୃଦ୍ଧି ପାଉଛି। ଶୁକ୍ରବାର ଦିନ, କରୋନା ଭୂତାଣୁର ୪ ଜଣ ନୂଆ କରୋନା ଷ୍ଟ୍ରେନ୍ ଦ୍ବାରା ସଂକ୍ରମିତ ହୋଇଥିବା ଜଣାପଡିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପକ୍ଷରୁ ସୂଚନା ଦିଆଯାଇଛି। ମନ୍ତ୍ରଣାଳୟ କହିଛି ଯେ ଆଜି ଦେଶରେ ୪ଟି ନୂଆ କରୋନା ଭାଇରସ୍ ଷ୍ଟ୍ରେନ୍ ସହିତ ମୋଟ ମାମଲା ୨୯ କୁ ବୃଦ୍ଧି ପାଇଛି।
BREAKING NEWS
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତୀୟ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
Comments are closed.