ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି ।
ଗୋଟିଏ ଦିନରେ ରାଜ୍ୟରେ ପ୍ରାଣ ହରାଇଛନ୍ତି ଆଉ ୩ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ବଲାଙ୍ଗିର, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ପୁରୁଷ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଛି। ଏହାବ୍ୟତୀତ ସମସ୍ତେ ମଧୁମେହ ସହ ଏକାଧିକ ରୋଗରେ ପୀଡିତ ଥିଲେ।
Comments are closed.