Latest Odisha News

କୋଭିସିଲ୍ଡକୁ DCGIର ମଞ୍ଜୁରୀ ପରେ କ’ଣ ପ୍ରତିକ୍ରିୟା ରଖିଲେ ଆଦର ପୁନାୱାଲା…

ନୂଆଦିଲ୍ଲୀ: କରୋନା ଭାଇରସ୍ ଭ୍ୟାକ୍ସିନକୁ ଅପେକ୍ଷା କରିଥିବା ଜନସାଧାରଣଙ୍କ ପାଇଁ ଖୁସି ଖବର।

ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ବାରା ବିକଶିତ ହୋଇଥିବା କୋଭିସିଲ୍ଡ ଏବଂ ଭାରତ ବାୟୋଟେକର ଭ୍ୟାକ୍ସିନ୍ କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଡ୍ରଗ୍ କଣ୍ଟ୍ରୋଲର୍ ଅଫ୍ ଇଣ୍ଡିଆ (DCGI) ଅନୁମୋଦନ କରିଛି।

ଏନେଇ ସେରମ୍ ଇନଷ୍ଟିଚ୍ୟୁଟର ସିଇଓ ଆଦର ପୁନାୱାଲା ଟ୍ୱିଟ୍ କରି ଖୁସି ବ୍ୟକ୍ତ କରିଛନ୍ତି।

Comments are closed.