ରାୟଗଡ଼ା: ଚୋରା ଚାଲାଣ ବେଳେ ଗଞ୍ଜେଇ ବୋଧେଇ ଟ୍ରକକୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ସ୍ଥିତ ଟିକରପଡ଼ା ହରିଜନ ସାହିର ପାଞ୍ଚ ନମ୍ବର ରାଜ୍ୟ ରାଜପଥ ନିକଟରୁ ଟ୍ରକକୁ ଜବତ କରାଯାଇଥିଲା । ଯାଞ୍ଚ ବେଳେ ୨୦ କ୍ୱିଣ୍ଟାଲ (୨୦୦୦ କିଲୋ) ଗଞ୍ଜେଇ ଜବତ ହୋଇଛି । ଯାହାର ମୂଲ୍ୟ ୧ କୋଟି ୪୦ ଲକ୍ଷ ଟଙ୍କା ହେବ ।
ଏକ ପିଚୁ ବୋଝେଇ ଟ୍ରକ୍ରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ କ୍ରାଇମ୍ବ୍ରାଞ୍ଚ୍ ଏସ୍ଟିଏଫ୍ ଜବତ କରିଛି । ଗଞ୍ଜେଇ ଜବତ ପରେ ଟ୍ରକ୍ ଚାଳକ କେଉଁଆଡ଼େ ଫେରାର୍ ହୋଇଛନ୍ତି । ଗଞ୍ଜେଇ ବେପାରୀକୁ ଚିହ୍ନଟ କରାଯାଇଛି ଓ ଖୁବଶୀଘ୍ର ଗିରଫ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

Comments are closed.