ବାଲେଶ୍ୱର: ଭୋଗରାଇ ଉଦୟପୁର ନିକଟରୁ ୪୫ ଗ୍ରାମ ବ୍ରାଉନ୍ସୁଗର ଜବତ ହୋଇଛି । ଏହି ଘଟଣାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ମେରାଇନ୍ ଥାନା ପୋଲିସ୍ । ଜବତ ବ୍ରାଉନ୍ସୁଗରର ଆନୁମାନିକ ମୂଲ୍ୟ ସାଢ଼େ ୪ ଲକ୍ଷ ଟଙ୍କା ହେବ । ସେମାନେ କେଉଁଠୁ ଆଣିଲେ ବ୍ରାଉନସୁଗର ? କାହା ପାଇଁ ଆଣିଥିଲେ କି ? ବ୍ରାଉନସୁଗାର ବେପାର କରୁଥିଲେ କି ନାହିଁ ସେଦିଗରେ ଖୋଳତାଡ ଚଳାଇଛି ମେରାଇନ୍ ଥାନା ପୋଲିସ ।
BREAKING NEWS
- ଅଭିଜିତ ଦୀପକେଙ୍କୁ ସର୍ତ୍ତମୂଳକ ଜାମିନ, ଶାନ୍ତି ବଜାୟ ରଖିବା ପାଇଁ ପିସ୍ ବଣ୍ଡ ସ୍ୱାକ୍ଷର
- ମୁମ୍ବାଇ ଇଣ୍ଡିଆନ୍ସ ହେଡ୍ କୋଚ୍ ପଦ ଛାଡ଼ିଲେ ମାହେଲା ଜୟବର୍ଦ୍ଧନେ
- ଟିମ୍ ଇଣ୍ଡିଆକୁ ଆଉ ଫେରିବେ ନାହିଁ ରବୀନ୍ଦ୍ର ଜାଡେଜା ? ୨୦୨୭ ବିଶ୍ୱକପ୍ ଯୋଜନାକୁ ନେଇ ବଡ଼ ଖୁଲାସା
- ବିସିସିଆଇ ସିନିୟର୍ ସିଲେକ୍ସନ୍ କମିଟି: ଅଗରକରଙ୍କ ସ୍ଥାନ ନେଇପାରନ୍ତି ରମେଶ ପାୱାର
- ଶ୍ରୀଲଙ୍କାରେ ବଡ଼ଧରଣର ବିଦ୍ୟୁତ୍ ସଙ୍କଟ : ଦେଶବ୍ୟାପୀ ବ୍ଲାକ୍ଆଉଟ୍
- Infiltration bid foiled:କୁପୱାଡ଼ାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ; ୨ ଆତଙ୍କବାଦୀ ନିହତ
- Woman Slaps CRPF: ଚାପୁଡା ମାରିଲେ, ଦୁର୍ବ୍ୟବହାର କଲେ…ତ୍ରିରଙ୍ଗା ମାର୍ଚ୍ଚରେ ହଙ୍ଗାମା! CRPF ଯବାନଙ୍କୁ ଚାପୁଡ଼ା ମରା ଭିଡିଓ ଜାରି କଲା ଦିଲ୍ଲୀ ପୋଲିସ
- Kavya Maran Wedding: ହାତକୁ ଦୁଇ ହାତ ହେବେ ସନରାଇଜର୍ସ ମାଲିକାଣୀ! ଗ୍ରୀସ୍ରେ ବାଜିବ ଶାହାନାଇ, ଜାଣନ୍ତୁ କାହାକୁ ବାହା ହେବେ SRH ସୁନ୍ଦରୀ…
- ଶ୍ରମିକ ଚାଲାଣ ଓ ଶୋଷଣ ଅଭିଯୋଗରେ ୫ ଗିରଫ
- ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ; ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

Comments are closed.