ଭବାନୀପାଟଣା: ମନ୍ତ୍ରୀଙ୍କୁ କଳା ପତାକା ପ୍ରଦର୍ଶନ । ରାଜ୍ୟର ତିନି ଜଣ ମନ୍ତ୍ରୀଙ୍କୁ କଂଗ୍ରେସ କର୍ମୀ କଳା ପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଛନ୍ତି । ଭବାନୀପାଟଣାରେ ଏଭଳି ବିରୋଧ କରିଛନ୍ତି କଂଗ୍ରେସ କର୍ମୀ । ମନ୍ତ୍ରୀ ସୁଶାନ୍ତ ସିଂହ, ଦିବ୍ୟଶଙ୍କର ମିଶ୍ର ଓ ଟୁକୁନି ସାହୁଙ୍କୁ କଳା ପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଛନ୍ତି ।

ସେମାନଙ୍କ ସହ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ଭବାନୀପାଟଣା ନକଟିଗୁଡ଼ା ଛକରେ କଳା ପତାକା ଦେଖାଇଛନ୍ତି କଂଗ୍ରେସ କର୍ମୀ । କଳାହାଣ୍ଡି ଜିଲ୍ଲାରେ ଉନ୍ନୟନ କାର୍ଯ୍ୟ ହେଉ ନ ଥିବା ପ୍ରତିବାଦରେ କଳା ପତାକା ପ୍ରଦର୍ଶନ କରିଛନ୍ତି କଂଗ୍ରେସ କର୍ମୀ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା ଗସ୍ତ କରିଥିବା ବେଳେ ତାପୂର୍ବରୁ ମନ୍ତ୍ରୀଙ୍କୁ କଳା ପତାକା ଦେଖାଯାଇଛି ।
BREAKING NEWS
- ଜଗନ୍ନାଥଙ୍କ ଆନିମେସନ୍ ଫିଲ୍ମ ରିଲିଜ୍ ଉପରେ ଲାଗିଲା ରୋକ୍, ଅଗଷ୍ଟ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି
- ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ
- ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି

Comments are closed.