ଭୁବନେଶ୍ୱର: ଅନ୍ନପୂର୍ଣ୍ଣା ଯୋଜନାରେ ଲୋକଙ୍କୁ ମାଗଣାରେ ଖାଦ୍ୟ ଦିଆଯିବ ନାହିଁ । ଏଥିପାଇଁ ୧ ଟଙ୍କା ଦେବାକୁ ପଡ଼ିବ । ଏନେଇ ଆଜି ସୂଚନା ଦେଇଛନ୍ତି ସାଂସଦ ଅପରାଜିତ ଷଡଙ୍ଗୀ । ଗତକାଲି ବିଏମସି ପକ୍ଷରୁ ଭୁବନେଶ୍ୱରରେ ରାସ୍ତାକଡ଼ରେ ରହୁଥିବା ବାସହରାଙ୍କୁ ଖାଦ୍ୟ ବଣ୍ଟନ ଉପରେ କଟକଣା ଲଗାଇବା ପରେ ଏକଥା ସ୍ପଷ୍ଟ କରିଛନ୍ତି ଅପରାଜିତା ଷଡଙ୍ଗୀ । ସେ କହିଛନ୍ତି, ଏହି ଯୋଜନା ବିଏମସିର କଟକଣା ଭିତରେ ଆଶୁ ନାହିଁ ।

ରାଜଧାନୀର ବିଭିନ୍ନ ବସ୍ତି, ବସଷ୍ଟାଣ୍ଡ, ରେଳଷ୍ଟେସନ, ମନ୍ଦିର ଅଞ୍ଚଳ, ବଜାରରେ ଭୋକିଲା ରହୁଥିବା ଲୋକଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ଜାନୁଆରି ୮ରେ ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମକୁ ଲୋକାର୍ପିତ କରିଥିଲେ ଅପରାଜିତା ଷଡ଼ଙ୍ଗୀ । ବିଏମସିର ବିଜ୍ଞପ୍ତି ପରେ 1ଟଙ୍କାରେ ଖାଦ୍ୟ ମିଳିବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱର ସାଂସଦ ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.