Latest Odisha News

ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଲା କାର

ଭୁବନେଶ୍ୱରରେ : ମାଷ୍ଟର କ୍ୟାଣ୍ଟିନ ଛକରେ ଆଦି ଗୋଟିଏ କାର ହଠାତ ଜଳିଯାଇଥିଲା । କିନ୍ତୁ ସୌଭାଗ୍ୟକ୍ରମେ ଏଥିରେ ବସିଥିବା ତିନି ଜଣ ବ୍ୟକ୍ତି ବାହାରକୁ ବାହାରି ଆସିଥିଲେ । ଗାଡିଟି ରିପାରିଂ ପାଇଁ ଯାଉଥିବା ଜଣାପଡିଛି ।

Leave A Reply

Your email address will not be published.