ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଏହି ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୨୯ ହଜାର ୩୧୮ରେ ପହଞ୍ଚିଛି।
6 from Kendrapara
6 from Puri
5 from Gajapati
5 from Nuapada
4 from Malkangiri
4 from Sonepur
3 from Ganjam
2 from Bhadrak
2 from Boudh
2 from Jagatsinghpur
1 from Rayagada
2 from State PoolThe total recovered cases of Odisha now stand at 329318
— H & FW Dept Odisha (@HFWOdisha) January 16, 2021
ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨ ହଜାର ୮୭ଟି କରୋନା ଆକ୍ଟିଭ୍ କେସ୍ ରହିଛି ।
ଅଧିକ ପଢନ୍ତୁ- ରାଜ୍ୟରୁ ଆଜି ଚିହ୍ନଟ ହେଲେ ୧୭୮ କରୋନା ପଜିଟିଭ୍, ପଶ୍ଚିମ ଓଡ଼ିଶାରୁ ଅଧିକ
Comments are closed.