ଢେଙ୍କାନାଳ: ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅତିରିକ୍ତ ତହସିଲଦାର । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ଜାଲରେ ପଡିଛନ୍ତି । ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ି ଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେବା ବେଳେ ଲକ୍ଷ୍ମଣ ଦଳେଇଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଏହାସହ ଅନିୟମିତତା ନେଇ ଖୋଲାତାଡ଼ ଜାରି ରଖିଛି ଭିଜିଲାନ୍ସ ।
BREAKING NEWS
- Shingles: କେବଳ ଚର୍ମ ରୋଗ ନୁହେଁ, ହୃଦୟ ଓ ମସ୍ତିଷ୍କକୁ କରିପାରେ ଆଟାକ୍
- ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସମାପ୍ତ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ
- ଆକ୍ସନ ମୋଡରେ କମିଶନରେଟ୍ ପୋଲିସ, ଦୁଷ୍କର୍ମ ଅଭିଯୁକ୍ତକୁ ଏନକାଉଂଟର
- ପେଟ୍ରୋଲ ୫ ଓ ଡିଜେଲ ମୂଲ୍ୟରେ ୩ ଟଙ୍କା ବୃଦ୍ଧି କଲା ଏହି କମ୍ପାନୀ…
- ସଲମାନଙ୍କ ‘ମାତୃଭୂମି’କୁ ଗ୍ରୀନ ସିଗନାଲ୍, ଦୀୱାଲି ପରେ ରିଲିଜ୍ ପ୍ଲାନ୍
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ
- ୧୦ ବର୍ଷ ବୟସରେ ମା’ଙ୍କୁ ହରାଇଲେ, ବର୍ଷକ ପରେ ପିତାଙ୍କୁ:ଏବେ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ଜିତି ରଚିଲେ ଇତିହାସ
- ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ;ଡିଜେ ବଜାଇବାକୁ ନେଇ…
- ଫ୍ଲାଇଦୁବାଇ କୋ-ପାଇଲଟଙ୍କ ଆକ୍ରମଣ ଘଟଣାରେ କଣ କହିଲା ୟୁଏଇ?
- Odisha Travel Bazaar Inauguration ଓଡିଶା ହେଉ ପର୍ଯ୍ୟଟକଙ୍କ ସ୍ୱର୍ଗ: ମୁଖ୍ୟମନ୍ତ୍ରୀ

Comments are closed.