ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ବା ଶ୍ରୀମୁଖ ଶିଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ବିଶେଷ ଗୁପ୍ତ ନୀତି ଅପରାହ୍ନ ୪ଟା ରୁ ସନ୍ଧ୍ୟା ୮ଟା ମଧ୍ୟରେ ହେବ । ପରମ୍ପରା ଓ ରୀତିନୀତି ଅନୁସାରେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କର ପ୍ରାକୃତିକ ରଙ୍ଗରେ ଶିଙ୍ଗାର ସମ୍ପନ୍ନ କରାଯିବ । ଏହା ଅତ୍ୟନ୍ତ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟା ରୁ ୮ଟା ଦୀର୍ଘ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
BREAKING NEWS
- ବାବ୍-ଅଲ୍-ମାଣ୍ଡେବ ପ୍ରଣାଳୀ ବନ୍ଦ ହେଲେ କେଉଁ ଜିନିଷର ଅଭାବ ରହିବ? ଭାରତକୁ କେତେ ପ୍ରଭାବିତ କରିବ..
- Customs Duty Exemption on Petrochemical: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋକେମିକାଲ୍ ଉତ୍ପାଦ ଉପରୁ ସୀମା ଶୁଳ୍କ ଛାଡ଼
- ଚୌଦ୍ବାର ଜେଲରୁ ଫେରାର୍ ଦ୍ବିତୀୟ କଏଦୀ ଗିରଫ
- ସେୟାର୍ ବଜାର୍ ଖୋଲୁ ଖୋଲୁ ତଳକୁ ଖସିଲା ସେନସେକ୍ସ ଓ ନିଫ୍ଟି
- ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ପେଟ୍ରୋଲ ପମ୍ପରେ PUCC ଅନିବାର୍ଯ୍ୟ
- ଆଜି ସରିବ ମାଟ୍ରିକ ଖାତାଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଫଳ
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
Comments are closed.