ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ୧୭ ଲକ୍ଷ ୮୩ ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି । ଚଢ଼ାଉ ଜାରି ରହିଥିବା ବେଳେ ଆଗକୁ ଜଣା ପଡିବ ଜିଆରଏସ୍ ହିମାଂଶୁ ବାଘଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି କେତେ ଅଛି ।
BREAKING NEWS
- ୨୪ ଘଣ୍ଟାରେ ମିଳିବ ତାତିରୁ ଆଶ୍ବସ୍ତି
- ଆସନ୍ତା କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଗାଁ ରେ ମଦ ବିକ୍ରିକୁ ନେଇ ମହିଳାଙ୍କ ବିରୋଧ, ଥାନାରେ ଏତଲା
- ଚେସ ଖେଳାଳି କାସ୍ପାରୋଭ କହିଲେ ରାହୁଲ ଗାନ୍ଧୀଙ୍କ ସହ କେବଳ ମଜା କରିଥିଲି
- କେଉଁଠି ତାତି ତ କେଉଁଠି ବନ୍ୟା..
- ବଢିଲା ଏଲଭିଶ ଯାଦବଙ୍କ ଅଡୁଆ, ମନି ଲଣ୍ଡରିଂ କେସ ରୁଜୁ କଲା ଇଡି
- ହରଦୀପ ସିଂ ନିଜ୍ଜର ହତ୍ୟା ମାମଲା: ୩ ଜଣଙ୍କୁ ଗିରଫ କରିଛି କାନାଡା ପୋଲିସ
- ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା
- ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି
- ଆଜି ୪ ଜିଲ୍ଲାରେ ମାରାଥନ ପ୍ରଚାର କରିବେ ନବୀନ