ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୦ ହଜାର ୫୪୫ରେ ପହଞ୍ଚିଛି।
ଅଧିକ ପଢନ୍ତୁ- ଆଜି ଓଡ଼ିଶାରୁ ଚିହ୍ନଟ ହେଲେ ୧୪୩ କରୋନା ପଜିଟିଭ୍, ୧୯ ଜିଲ୍ଲାରେ ଦୁଇ ଅଙ୍କରୁ କମ୍ ଆକ୍ରାନ୍ତ
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୩ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.