ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟ କମିଟି ବୈଠକ ଆରମ୍ଭ ହୋଇଛି। ଦଳର ସଭାପତି ସୋନିଆ ଗାନ୍ଧୀ ଏହି ବୈଠକର ଅଧ୍ୟକ୍ଷତା କରୁଛନ୍ତି। କଂଗ୍ରେସ ଦଳର ଏହି ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରାଯାଉଛି। ଏହି ବୈଠକରେ ଦଳରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଏହି ବୈଠକରେ ମୁଖ୍ୟତଃ ଅର୍ଥନୀତି ଏବଂ କୃଷକ ଆନ୍ଦୋଳନ ଭଳି ସମ୍ବେନ୍ଦନଶୀଳ ପ୍ରସଙ୍ଗ ଉପରେ ଆଲୋଚନା ଚାଲିବ।
BREAKING NEWS
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
Comments are closed.