ବାଲେଶ୍ବର : ବାଲେଶ୍ବରରେ ବିଜେଡି ପାଳିଲା ବିଜୟ ଉତ୍ସବ । ଉପନିର୍ବାଚନରେ ବିଜୟ ନେଇ ବାଲେଶ୍ବର ମ୍ୟୁନିସିପାଲିଟିର ୯ଟି ଓ୍ବାର୍ଡରେ ବିଜେଡି ପାଳନ କରିଛି ବିଜୟ ଉତ୍ସବ । ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ବରେ ଉତ୍ସବ ଆୟୋଜିତ ହୋଇଥିଲା । ଏଥିରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ସ୍ବରୂପ ଦାସ, ବିକ୍ରମ ପଣ୍ଡା, ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଅରୁଣ ଦେ, ପୂର୍ବତନ ପୌରାଧ୍ୟକ୍ଷ ଆଲୋକ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।
ଉପନିର୍ବାଚନରେ ବିପୁଳ ବିଜୟରେ ଭାଗୀଦାର ଥିବା ଭୋଟର ଓ କର୍ମୀଙ୍କୁ ବିଜେଡି ନେତା ଧନ୍ୟବାଦ ଦେଇଥିଲେ । ଏଥିସହିତ ବିଭିନ୍ନ ଓ୍ବାର୍ଡରେ ଥିବା ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରି ସମାଧାନ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । ଏସବୁ ପ୍ରସ୍ତାବ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ବିଜେଡି ନେତା କହିଛନ୍ତି ।…
BREAKING NEWS
- Puri Temple Closed: ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
- ଆଜିଠୁ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ନାମ ପଞ୍ଜୀକରଣ: ଅନଲାଇନ କରିବେ ନା ଅଫଲାଇନ ଜାଣନ୍ତୁ…
- ୩୯ ପରିବାରକୁ ୨ ଲକ୍ଷ ଟଙ୍କା ଘୋଷଣା… ବଙ୍ଗଳାରେ SIR ଯୋଗୁଁ କେତେ ଲୋକଙ୍କ ମୃତ୍ୟୁ ହୋଇଛି, କେତେ BLO ପ୍ରଭାବିତ ହୋଇଛନ୍ତି?
- ସରକାରୀ ଟଙ୍କାରେ ବାବରୀ ମସଜିଦ ନିର୍ମାଣ କରିବାକୁ ଚାହୁଁଥିଲେ ନେହେରୁ, କିନ୍ତୁ ଏହି ନେତା ବାଧା ଦେଇଥିଲେ
- ଟିଏସ୍ଏମ୍ ପକ୍ଷରୁ ଏନ୍ଏଚ୍-୫୫ର କଣ୍ଟାବଣିଆଠାରେ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ
- ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ
- ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା
- Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
Comments are closed.