ପାରାଦୀପ: ଲୋକଙ୍କୁ ଦେଉଥିଲେ ନକଲି କୋଭିଡ୍ ସାର୍ଟିଫିକେଟ୍ । ଧରାପଡ଼ିଗଲା କାରସାଦି । ବନ୍ଧା ହେଲେ ଯୁବକ । ପାରାଦୀପରୁ ଏଭଳି ନକଲି କାରନାମାର ପର୍ଦ୍ଦାଫାସ ହୋଇଛି । ଟଙ୍କା ଦେଇ ନକଲି କୋଭିଡ୍ ସାର୍ଟିଫିକେଟ ଦେଉଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପାରାଦୀପ ଅଭୟଚାନ୍ଦପୁର ଥାନା ପୋଲିସ । ତାଙ୍କ ନାଁ କାଳନ୍ଦି ତରାଇ ଓ ଘର କୁଜଙ୍ଗ ଅନ୍ତର୍ଗତ ଡାଳିମ୍ବପୁର ଗାଁରେ । ସାର୍ଟିଫିକେଟ ପ୍ରସ୍ତୁତିରେ ବ୍ୟବହାର କରୁଥିବା କମ୍ପୁଟର ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ । ଆବଶ୍ୟକତାରୁ ଫାଇଦା ଉଠାଇ ଟଙ୍କା ନେଇ ସାର୍ଟିଫିକେଟ୍ ଦେଉଥିଲେ । ଅଭିଯୁକ୍ତକୁ ପଚରାଉଚରା ଚଳାଇଛି ପୋଲିସ ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.