ଅନୁଗୋଳ: ଦଳି ଦେଲା ହାତୀ । ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧ । ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି । ଅନୁଗୋଳ ଜିଲ୍ଲା ବେଲଟିକିର ପଞ୍ଚାୟତର ଧଉରାମରା ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଆଜି ଭୋରୁ ସେ ଘର ପାଖରେ ଥିବା ଜଳାଶୟ ପାଖକୁ ଶୌଚ ପାଇଁ ଯାଇଥିଲେ । ଏତିକିବେଳେ ହାତୀ ହାବୁଡ଼ରେ ପଡି ଯାଇଥିଲେ ବୃଦ୍ଧ ।
BREAKING NEWS
- ନିର୍ମାଣଧୀନ ପାଇଖାନା ଟାଙ୍କିରେ ପଡି ୨ ଶ୍ରମିକ ମୃତ
- Expired Biscuits Seized: ବିପୁଳ ପରିମାଣର ଅବଧି ନଥିବା ନକଲି ବିସ୍କୁଟ ଜବତ, ୨ ଅଟକ
- Speedboat capsizes in Vietnam:ବୁଡ଼ିଗଲା ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବୋଟ୍; ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି
- ଭାରତୀୟ ନୌସେନାରେ ସାମିଲ INS ମହେନ୍ଦ୍ରଗିରି
- ରଥଯାତ୍ରା ପାଇଁ ଓଡ଼ିଶା ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ: ପୋଲିସ ଡିଜି
- ଭାରତକୁ ତାଲିବାନର ପ୍ରଶଂସା; କହିଲେ ଆମ DNA ସମାନ…
- ୯ ଦିନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲେ ନିଖୋଜ ୧୫ ମତ୍ସ୍ୟଜୀବୀ
- ଦିନ ଦ୍ବିପ୍ରହରେ କୋଣାର୍କରେ ମଦ ଦୋକାନ ଉପରକୁ ୩ଟି ବୋମା ମାଡ଼
- ‘ପାଣ୍ଡ୍ୟା ଷ୍ଟୋର’ ଫେମ୍ ରୋହିତ ଚାଣ୍ଡେଲ ଗିରଫ, ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ
- Swimming for Weight Loss:ଓଜନ ହ୍ରାସ କରିବ ସୁଇମିଂ;ଗୋଟିଏ ଘଣ୍ଟା ପହଁରିଲେ ବର୍ନ ହେବ ଏତିକି କ୍ୟାଲୋରୀ
Comments are closed.