ବଲାଙ୍ଗିର: ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ବଲାଙ୍ଗିର ଜେଲରେ ରହୁଥିବା ଜଣେ ବିଚାରାଧୀନ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ହେଲେ ଗଣେଶ ନାଗ ଓ ଘ ସଦର ଥାନା ଅନ୍ତର୍ଗତ ବାରପୁଗୁଡ଼ିଆ ଗାଁରେ । ତେବେ ମୃତ୍ୟୁର କାରଣ ଜଣା ପଡ଼ିନି । ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ଗିରଫ ହୋଇ ୨୦୧୮ରୁ ବଲାଙ୍ଗିର ଜେଲ୍ରେ ଥିଲେ ଗଣେଶ ନାଗ ।
BREAKING NEWS
- ପାଟ୍ରୋଲିଂରେ ଯାଉଥିବାବେଳେ ବାଇକ୍ ଦୁର୍ଘଟଣା;କାର୍ଯ୍ୟରତ କନଷ୍ଟେବଳଙ୍କ ଚାଲିଗଲା ଜୀବନ
- ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତ ସମ୍ମାନିତ
- ରାୟଗଡ଼ାରେ ଗୌତମ ଓ କରନ ଆଦାନୀ; ୧.୦୮ ଲକ୍ଷ କୋଟିର ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ୍ରୁ ବାଦ୍ ପଡ଼ିଲେ ଜସପ୍ରୀତ ବୁମରା
- ଫ୍ଲାଏଓଭର ପ୍ରକଳ୍ପ ପାଇଁ ମାଟି ପରୀକ୍ଷା: ଭୁବନେଶ୍ୱରର ଏସବୁ ସ୍ଥାନରେ ଟ୍ରାଫିକ ସମସ୍ୟା…
- Odisha flood:କାହିଁକି ବନ୍ୟା ପରିସ୍ଥିତି ସୃଷ୍ଟି ହେଲା ସ୍ପଷ୍ଟ କଲେ EIC
- ନିଶା କ୍ଷେତ୍ରରେ ‘ଜିରୋ ଟୋଲେରାନ୍ସ’: ମାଫିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; କହିଲେ “ସୁଧୁର, ନଚେତ୍ ବୁଲଡୋଜର ଆକ୍ସନ୍ ପାଇଁ ପ୍ରସ୍ତୁତ ରୁହ!”
- ରାଜ୍ୟରେ ବନ୍ୟା ସ୍ଥିତି; ପ୍ରଥମ ପର୍ଯ୍ୟାୟ UG ଆଡମିସନ୍ ପ୍ରକ୍ରିୟାର ଶେଷ ତାରିଖ ବୃଦ୍ଧି
- Monsoon Fury: ଆସମରୁ କାଶ୍ମୀର, ଗୁଜରାଟରୁ ଓଡ଼ିଶା…ବିତ୍ପାତ ରଚୁଛି ବନ୍ୟା! ପାଣି ନେଉଛି କୁଢ କୁଢ ପ୍ରାଣ…
- Soumya Ranjan Death Case: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ସରେଣ୍ଡର ପରେ ସସପେଣ୍ଡ ହେଲେ IFS ଅଧିକାରୀ ସଂଗ୍ରାମ କେଶରୀ ବେହେରା
Comments are closed.