Latest Odisha News

BREAKING NEWS

ଚାନ୍ଦବାଲିରୁୁ କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଧଳା ଜହର ଜବତ

ଭଦ୍ରକ: ଚାନ୍ଦବାଲି ରୋଡରୁ ଆଜି ଏସଟିଏଫ୍ ପ୍ରାୟ ୧ କିଲୋ ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଯ।।ହାର ଆନୁମାନିକ ମୂଲ୍ୟ ଏକ କୋଟି ୧୪ ଲକ୍ଷ ଟଙ୍କା ହେବ । ଏଥି ସହ ଜଣେ ଅଭିଯୁକ୍ତ ମୀର୍ ମିନାଜକୁ ଗିରଫ କରାଯାଇଛି ।

ସୂଚନା ଅନୁଯାୟୀ, ମୀର୍ ଦୀର୍ଘ ଦିନ ହେବ ଚାନ୍ଦବାଲି ଅଂଚଳରେ ବ୍ରାଉନସୁଗାର ବେପାର କରିଆସୁଥିଲା । ତେବେ ତା ସଙ୍ଗେ ଆଉ କିଏ କିଏ ସଂପୃକ୍ତ ଅଛନ୍ତି ସେ ନେଇ ଖୋଳତାଡ ଚାଲିଛି ।

Leave A Reply

Your email address will not be published.