Latest Odisha News

BREAKING NEWS

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଜଣେ ଗୁରୁତର 

ତେଲକୋଇ : ଜମିବାଡ଼ି ବିବାଦରୁ ହାତାହାତି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣେ ଗୁରୁତର ଆହତ ହୋଇଛନ୍ତି । ତେଲକୋଇ ଥାନା ଅନ୍ତର୍ଗତ ମାର୍ଦ୍ଦା ଗାଁରେ ଏହି ଘଟଣା ଘଟିଛି । 

ସୂଚନା ଅନୁସାରେ, ନାରଣ ମହାନ୍ତଙ୍କ ଘର ବାଡିରେ ଗାଁର ନିଧି ପ୍ରଧାନ ତାଙ୍କୁ ଟାଙ୍ଗିଆରେ ବାରମ୍ବାର ଆକ୍ରମଣ କରିଥିଲା । ଫଳରେ ନାରଣ ମହାନ୍ତ ଗୁରୁତର ହୋଇ ପଡିଥିଲେ । ତାଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏନେଇ ତେଲକୋଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.