ଭୁବନେଶ୍ୱର: ଭୁବନେଶ୍ୱର ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ତଦନ୍ତ ଜାରି ରହିଛି । ଘଟଣାର ଅନୁଧ୍ୟାନ ପାଇଁ ଆଜି ଯାଜପୁରରେ ପହଞ୍ଚିଛନ୍ତି ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ମୀନତି ବେହେରା । ଦୁର୍ବୃତ୍ତ ମୃତଦେହ ଫିଙ୍ଗାଯାଇଥିବା ସ୍ଥାନ ଦେଖିଲେ ମହିଳା କମିସନ ଅଧ୍ୟକ୍ଷା । ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଏସମ୍ପର୍କରେ ଏସପିଙ୍କ ସହ ଆଲୋଚନା କରିବେ ବୋଲି ମୀନତି ବେହେରା କହିଛନ୍ତି । ପରେ ସେ ଝରାଫୁଲଙ୍କ ଗାଁକୁ ଯିବା କାର୍ଯ୍ୟକ୍ରମ ରହିଛି । ପରିବାର ଲୋକଙ୍କୁ ଭେଟି ସେମାନଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିବେ ମୀନତି ବେହେରା । ଝରାଫୁଲଙ୍କ ରହସ୍ୟଜନକ ମୃତ୍ୟୁ ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି ।
BREAKING NEWS
- ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ; ୬୦ ବର୍ଷ ହେଲେ ଆପେ ଯିବେ ଭତ୍ତା ପୋର୍ଟାଲକୁ
- ରାଜସୱ ନିରୀକ୍ଷକ ଚାକିରି ଆଶା ଦେଖାଇ ଯୁବକଙ୍କ ଠାରୁ ସାଢେ ୫ ଲକ୍ଷ ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
- ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି
- Sambalpur Football Academy: ସମ୍ବଲପୁରରେ ନିର୍ମାଣ ହେବ ଫିଫା ମାନର ଆଧୁନିକ ଫୁଟବଲ ପଡ଼ିଆ
- ଟେନିସ ଜଗତକୁ ମିଳିଲା ନୂଆ ମହିଳା ସୁପରଷ୍ଟାର
- ଫିଲ୍ମ ‘ବାରାଣସୀ’କୁ ନେଇ ବଡ ଖୁଲାସା, ଭଗବାନ ରାମଙ୍କ ଭୂମିକାରେ ଅଭିନୟ କରିବେ ମହେଶ ବାବୁ
- ଲାକ୍ଷାଦ୍ୱୀପରେ ମଦ ଉପରୁ ହଟିଲା ନିଷେଧ, ଏବେ ଲାଇସେନ୍ସ ସହିତ ମିଳିବ ମଞ୍ଜୁରୀ
- ସଚିନଙ୍କ ପରେ ବୈଭବଙ୍କୁ ନେଇ ବଡ ଅନୁମତି ଦେଲା ବିସିସିଆଇ
- ୧୮ ବର୍ଷରୁ କମ୍ ପୁରୁଷ ଏସିଆ କପରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ… ମହିଳାଙ୍କୁ ବ୍ରୋଞ୍ଚ,ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- କୋଟି କୋଟି ସମ୍ପତ୍ତିର ମାଲିକ ବୈଭବ ସୂର୍ଯ୍ୟବଂଶୀ…
Comments are closed.