ଭୁବନେଶ୍ୱର: ଫେବ୍ରୁଆରୀ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧ ତାରିଖରୁ ରାଜ୍ୟରେ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର । କୋଭିଡ୍ କଟକଣା ଭିତରେ ଖୋଲିବ ଓ ପାଠପଢ଼ା ଯିବ । ସେହିପରି ବାହାଘର ଓ ଶେଷକୃତ୍ୟରେ ଲୋକଙ୍କ ଯୋଗଦାନ ସଂଖ୍ୟାରେ ବୃଦ୍ଧି କରିଛନ୍ତି ସରକାର । ଏଣିକି ଆବଦ୍ଧ କ୍ଷେତ୍ରରେ ବିବାହ ଓ ଶେଷକୃତ୍ୟ କାମରେ ପାଞ୍ଚ ଶହ ଲୋକ ସାମିଲ ହୋଇ ପାରିବେ । ବଡ଼ ସମାବେଶ ଉପରେ କଟକଣା ଲାଗିଛି ।

ଜାନୁଆରୀ ମାସ ଗାଇଡଲାଇନରେ ବିବାହ ଉତ୍ସବ ଓ ଶେଷକୃତ୍ୟ ଭଳି କାର୍ଯ୍ୟରେ ଦୁଇ ଶହ ଲୋକଙ୍କୁ ଅନୁମତି ଦେଇଥିଲେ ସରକାର । ବର୍ତ୍ତମାନ ରାଜ୍ୟରେ କୋଭିଡ୍ ସ୍ଥିତିକୁ ଦେଖି ଫେବ୍ରୁଆରୀରେ କଟକଣାରେ ସାମାନ୍ୟ କୋହଳ କରାଯାଇଛି । ତେବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବାକୁ ବାଧ୍ୟତାମୂଳକ ରହିଛି । ସମସ୍ତେ କୋଭିଡ୍ ଗାଇଡଲାଇନ୍ ମାନିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି ।
BREAKING NEWS
- ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନୂଆ ଲୁକ ଭାଇରାଲ, ଫ୍ୟାନ୍ସ ଚକିତ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜସପ୍ରୀତ ବୁମରାଙ୍କ ବିକଳ୍ପ ସାଜିବେ କି ମହମ୍ମଦ ଶମୀ?
- କମନୱେଲଥ୍ ଗେମ୍ସ : ଗୋଟିଏ ଦିନରେ ଭାରତ ଜିତିଲା ୮ ସ୍ୱର୍ଣ୍ଣ
- ଜଙ୍ଗଲରୁ ୯ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ;ମାଫିଆ ଫେରାର
- କାଳୀ ମନ୍ଦିର ନିକଟରେ ଜିଭ କାଟିଲେ ଯୁବକ, ବିଦେଶରୁ ଫେରିଥିଲେ…
- ପାଟ୍ରୋଲିଂରେ ଯାଉଥିବାବେଳେ ବାଇକ୍ ଦୁର୍ଘଟଣା;କାର୍ଯ୍ୟରତ କନଷ୍ଟେବଳଙ୍କ ଚାଲିଗଲା ଜୀବନ
- ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତ ସମ୍ମାନିତ
- ରାୟଗଡ଼ାରେ ଗୌତମ ଓ କରନ ଆଦାନୀ; ୧.୦୮ ଲକ୍ଷ କୋଟିର ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ…
- ଶ୍ରୀଲଙ୍କା ଟେଷ୍ଟ ସିରିଜ୍ରୁ ବାଦ୍ ପଡ଼ିଲେ ଜସପ୍ରୀତ ବୁମରା
- ଫ୍ଲାଏଓଭର ପ୍ରକଳ୍ପ ପାଇଁ ମାଟି ପରୀକ୍ଷା: ଭୁବନେଶ୍ୱରର ଏସବୁ ସ୍ଥାନରେ ଟ୍ରାଫିକ ସମସ୍ୟା…
Comments are closed.