ବଲାଙ୍ଗିର: ଓଲଟିଲା ପିକଅପ ଗାଡି । ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ଆହତ ହୋଇଛନ୍ତି ୬ ଜଣ । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶ୍ରମିକମାନକୁ ନେଇ ଯାଉଥିବା ବେଳେ ପିକଅପ୍ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ବଙ୍ଗୋମୁଣ୍ଡା ପୋଲିସ ଓ ୧୦୮ ଆମ୍ବୁଲାନ୍ସ ଗୁରୁତରଙ୍କୁ ନେଇ କଣ୍ଟାବାଞ୍ଜି ଡାକ୍ତରଖାନା ଭର୍ତ୍ତି କରିଛନ୍ତି ।
BREAKING NEWS
- ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ରାଷ୍ଟ୍ରପତିଙ୍କ ଜଳାଭିଷେକ; ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଫେରିବେ…
- ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ
- ଓଡ୍ରାଫ୍ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର
- ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍
- ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ
- ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି ବିଜେଡି ନେତା
- ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
- ଟେଷ୍ଟ କ୍ରିକେଟରେ ଅଲୋଡ଼ା ବିଶ୍ୱ ରେକର୍ଡ: ନୋ ବଲ୍’ ଯୋଗୁଁ ୧୩ଟି ୱିକେଟ ହରାଇଥିଲେ ଭାରତର ବୋଲିଂ କୋଚ
- ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ
- ୱାର୍ଲ୍ଡ ବ୍ୟାଡମିଣ୍ଟନ ଚାମ୍ପିଅନ୍ସିପ୍: ସିନ୍ଧୁଙ୍କୁ ୯ମ ଏବଂ ସାତ୍ତ୍ୱିକ୍-ଚିରାଗ ଯୋଡ଼ିଙ୍କୁ ମିଳିଲା ୫ମ ସୀଡିଂ
Comments are closed.