Latest Odisha News

BREAKING NEWS

ଟ୍ରାଫିକ ସଚେତନତା ସୃଷ୍ଟି ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ନୋଟାର ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଟାଫ୍ରିକ ସଚେତନତାକୁ ନେଇ ହୋଇଥିବା ଅନଲାଇନ ପ୍ରତିଯୋଗିତା ପ୍ରଥମ ସ୍ଥାନ ଅଧିକାର କରିଥିବା ନୟାଗଡ ନୋଟାର ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ଓଡିଶା ଆଦର୍ଶ ବିଦ୍ୟାଳୟ ସମୂହର ଉପଦେଷ୍ଟା ବିଜୟ ସାହୁ । ଏହି ଅବସରରେ ଏସଏମ୍‌ଇର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ, ନୟାଗଡ ଜିଲ୍ଲାପାଳ ପୋମା ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.