Latest Odisha News

BREAKING NEWS

ଟିକା ନେଲେ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ । ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାକପଣ ଅଭିଯାନ ଜାରି ରହିଥିବା ବେଳେ ଆଗକୁ ଫ୍ରଣ୍ଟ ଲାଇନ୍ ଯୋଦ୍ଧାଙ୍କୁ ଦିଆଯିବ ଟିକା । ତାପୂର୍ବରୁ ଟିକା ନେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । କ୍ୟାପିଟାଲ୍ ହସ୍ପିଟାଲରେ ସେ ଟିକା ନେଇଛନ୍ତି । ଏହାସହ ସେ ଅପିଲ କରିଛନ୍ତି, ସମସ୍ତେ ଟିକା ନିଅନ୍ତୁ । କୋଭିଡ୍ ଟିକା ସୁରକ୍ଷିତ ଅଟେ ।

Leave A Reply

Your email address will not be published.