ଭୁବନେଶ୍ୱର: କାଲିଠୁ ରାଜ୍ୟରେ ଆଗ ଧାଡ଼ିର କରୋନା ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ ହେବ । ଟିକା ନେବେ ପୋଲିସ ଡିଜି । ସେହିପରି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ବି ଟିକା ନେବେ । ଲୋକଙ୍କ ମନରେ ଆସ୍ଥା ପ୍ରକଟ କରିବା ପାଇଁ ବରିଷ୍ଠ ପ୍ରଶାସନିକ ଅଧିକାରୀ କୋଭିଡ୍ ଟିକା ନେବେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଟିକା ନେବା ପରେ ଫଟୋ ଟ୍ୱିଟ୍ କରିପାରିବେ ଅଧିକାରୀ । ଆଜି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲରେ ଟିକା ନେଇଥିଲେ ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.