କଣାସ(ପୁରୀ): ଭୋଜି ଖାଇ ଶତାଧିକ ଅସୁସ୍ଥ । ପୁରୀ ଜିଲ୍ଲା କଣାସ ବ୍ଲକରେ ଏହି ଘଟଣା ଘଟିଛି । ଭୋଜି ଖାଇ ପାଖାପାଖି ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସେମାନଙ୍କୁ କଣାସ ମେଡିକାଲରେ ଭର୍ତ୍ତି କରାଯାଇଛି । ଗତକାଲି ଏକ ବିବାହ ଭୋଜି ହୋଇଥିଲା । ଗାଁର ଅଧିକାଂସ ଲୋକ ସେଠାରେ ଭୋଜି ଖାଇଥିଲେ । ସେଠାରୁ ଫେରିବା ପରେ ଝାଡ଼ାବାନ୍ତିର ଆକ୍ରାନ୍ତ ହୋଇଥିଲେ । କିଛି ଲୋକ ପ୍ରାଥମିକ ଚିକିତ୍ସା ପରେ ମେଡିକାଲରୁ ଘରକୁ ଫେରିଛନ୍ତି । ଆଉ କିଛି ଲୋକଙ୍କ ଚିକିତ୍ସା ଜାରି ରହିଛି । ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।
BREAKING NEWS
- Virushka in “Hanuman Ansh”: ଦର୍ଶକଙ୍କ ମନ କିଣୁଛି ‘ହନୁମାନ ଅଂଶ’, ଆସିବ ସିକ୍ବେଲ୍…ପାର୍ଟ-୨ରେ ହେବ ବିରାଟ-ଅନୁଷ୍କାଙ୍କ ଏଣ୍ଟ୍ରି?
- ‘Rahul mian’: ରାହୁଲ ମିଆଁ ବୋଲି ଡାକି କଲେ ସମ୍ବୋଧନ, ବିଦେଶୀ ସଂସ୍କୃତିରେ ବଢ଼ିଛନ୍ତି କହି ତାତ୍ସଲ୍ୟ କଲେ ନିତିନ ନବୀନ…
- ପାକିସ୍ତାନ ୧୯ ବର୍ଷରୁ କମ୍ କ୍ରିକେଟ୍ ଟିମ୍କୁ ଘେରିଲେ ବିକ୍ଷୋଭକାରୀ: ହୋଟେଲ ଆଗରେ ହଙ୍ଗାମା
- ବିଦ୍ୟୁତ ଖୁଣ୍ଟକୁ ପିଟି ଜଳିଗଲା ଟ୍ରକ୍: ଡ୍ରାଇଭର ମୃତ, ୨୦୦ ଛେଳି ଜୀବନ୍ତ ଦଗ୍ଧ
- ପାରାଦୀପ ବନ୍ଦରରେ ଦୁଇଟି ଡ୍ରାଏ ବଲ୍କ ବର୍ଥ ବିକାଶ ପାଇଁ ଲେଟର୍ ଅଫ୍ ଆୱାର୍ଡ ହାସଲ କଲା ଆଦାନୀ ପୋର୍ଟସ୍ ଆଣ୍ଡ୍ ଏସ୍ଇଜେଡ୍
- Fake PMO ID: ଫେକ୍ PMO କାର୍ଡ ଦେଖାଇ ପଶିବାକୁ ଚେଷ୍ଟା କରୁଥିଲେ ପୁଅ, ପଚାରିବାରୁ ଚିହିଁକି ଉଠିଲେ ବାପା…କ୍ୟାମେରା ଉପରେ କଲେ ଆଟାକ୍!
- ପୂର୍ବତନ PACS ସେକ୍ରେଟାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ, ୧୪.୨୨ ଲକ୍ଷ ହେରଫେର
- ଓରାଙ୍ଗଉଟାନଙ୍କୁ ନେଇ RCCFଙ୍କ ବଡ଼ ସୂଚନା: ପଶ୍ଚିମବଙ୍ଗରୁ ସ୍ଥଳପଥ ଦେଇ ହେଉଥିଲା ଚାଲାଣ
- ଓଡ଼ିଶା ଉପକୂଳରେ ପ୍ରବଳ ପବନ ବହିବ, ଘଣ୍ଟା ପ୍ରତି ୬୦ କିମି…
- ସ୍କୁଲ ପରିସରରେ ମଦ୍ୟପାନ ଘଟଣା; ପ୍ରଧାନଶିକ୍ଷକ ନିଲମ୍ବିତ

Comments are closed.