ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୮୪୨ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
3 from Gajapati
3 from Jharsuguda
2 from Deogarh
2 from Ganjam
2 from Kalahandi
2 from Koraput
2 from Malkangiri
2 from Rayagada
1 from Kendrapara
1 from Keonjhar
1 from Puri
2 from State PoolThe total recovered cases of Odisha now stand at 332842
— H & FW Dept Odisha (@HFWOdisha) February 6, 2021
ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୯ ଜଣଙ୍କର ମୃତ୍ୟୁ ଘଟିଛି।
Comments are closed.