ଭୁବନେଶ୍ୱର: ଯୁବକଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଘାଟିକିଆ ଅଞ୍ଚଳରୁ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଘାଟିକିଆ ସ୍ଥିତ ସରକାରୀ ଇଞ୍ଜିନିୟରିଂ କଲେଜ ପଛ ଜଙ୍ଗଲରୁ ଉଦ୍ଧାର ହୋଇଛି ମୃତଦେହ । ତେବେ ମୃତକ ଯୁବକଙ୍କର ପରିଚୟ ମିଳି ନାହିଁ । ଅନୁମାନ କରାଯାଉଛି ମୃତକ ସ୍ଥାନୀୟ ଅଞ୍ଚଳର ହୋଇଥାଇ ପାରନ୍ତି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ଖୋଳତାଡ ଆରମ୍ଭ କରିଛି । ସେ ଆତ୍ମହତ୍ୟା କରିଛନ୍ତି ନା କେହି ହତ୍ୟା ପରେ ଝୁଲାଇ ଦେଇଛି ସେନେଇ ତନାଘନା ଚଳାଇଛି ପୋଲିସ ।
BREAKING NEWS
- ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
- State Cabinet:୬ ବିଭାଗର ୧୧ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ
- Bomb-making document found:ମେଡିକାଲ୍ କଲେଜରେ ମିଳିଲା ବୋମା ତିଆରି ସମ୍ବନ୍ଧୀୟ ତଥ୍ୟ ଥିବା ଏକ କାଗଜ ଖଣ୍ଡ ;ଛାତ୍ର ଅଟକ
- ମହାନଦୀରେ ଆଉ ବଢ଼ିବନି ପାଣି,ଟଳୁଛି ବଡ଼ ବନ୍ୟା ଆଶଙ୍କା:ସର୍ବୋଚ୍ଚ ଯନ୍ତ୍ରୀ
- ଟି୨୦ କ୍ରିକେଟ: ପୋଲାର୍ଡଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବାରୁ ମାତ୍ର ୨୪ ରନ୍ ଦୂରରେ ବଟଲର
- ବନ୍ୟା ପ୍ରଭାବିତ ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ହେଲ୍ପ ଲାଇନ୍ ନମ୍ବର ଜାରି; ୫୮ ରାପିଡ୍ ରେସପନ୍ସ ଟିମ୍ ଗଠନ
- ନୌସେନାର ନୂଆ ଡେପୁଟି ଚିଫ ହେଲେ ଭାଇସ୍ ଆଡମିରାଲ୍ ଏଏନ୍ ପ୍ରମୋଦ
- ଡୋଭାଲଙ୍କୁ ସମ୍ମାନଜନକ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର;ଯୁବବର୍ଗଙ୍କୁ କହିଲେ-ଜାତୀୟ ସ୍ୱାର୍ଥ ପାଇଁ ନିଜ ଜୀବନ ଉତ୍ସର୍ଗ କର…
- ବିଡିଏର ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପର ଶୁଭାରମ୍ଭକୁ ମଞ୍ଜୁରୀ
- ବକ୍ସିଂରେ ଭାରତର ଡବଲ୍ ଗୋଲ୍ଡ; ପ୍ରୀତି,ଜସମିନ ଜିତିଲେ ସ୍ୱର୍ଣ୍ଣ
Comments are closed.