ପୁରୀ: ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା । ପୁରୀ ତାଳବଣିଆ ଥାନା ଏଏସ୍ଆଇ ଚାକିରିରୁ ନିଲମ୍ବିତ ହୋଇଛନ୍ତି । ତାଙ୍କ ନାଁ ଲକ୍ଷ୍ମଣ ସରନ । ଏଏସ୍ଆଇ ଲକ୍ଷ୍ମଣ ସରନଙ୍କୁ ସସପେଣ୍ଡ କରିଛନ୍ତି ପୁରୀ ଏସପି କନଓ୍ୱର ବିଶାଳ ସିଂ । କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଗ୍ରୀଡକୋ ଛକରେ କର୍ତ୍ତବ୍ୟରେ ଅବହେଳା କରିଥିଲେ ଏଏସ୍ଆଇ । ଏସ୍ପିଙ୍କ ରାତ୍ରିକାଳୀନ ପାଟ୍ରୋଲିଂ ବେଳେ ଏଏସ୍ଆଇଙ୍କ ଅବହେଳା ସ୍ପଷ୍ଟ ହୋଇଥିଲା ।
BREAKING NEWS
- ନେସଲେର ‘ଲୋ ଫ୍ୟାଟ୍ ଡେରୀ ହ୍ୱାଇଟନ’ର ବିକ୍ରି ଉପରେ ରୋକ୍; କାହିଁକି ଅସୁରକ୍ଷିତ…
- ପୁରୁଷ ହକିରେ ଭାରତୀୟ ଦଳକୁ ସ୍ୱର୍ଣ୍ଣ, ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ କ୍ୱାଲିଫାଏ
- Shingles: କେବଳ ଚର୍ମ ରୋଗ ନୁହେଁ, ହୃଦୟ ଓ ମସ୍ତିଷ୍କକୁ କରିପାରେ ଆଟାକ୍
- ନଭେମ୍ବର ସୁଦ୍ଧା ଅଧ୍ୟାପକ ନିଯୁକ୍ତି ସମାପ୍ତ କରିବାକୁ ରାଜ୍ୟପାଳଙ୍କ ନିର୍ଦ୍ଦେଶ
- ଆକ୍ସନ ମୋଡରେ କମିଶନରେଟ୍ ପୋଲିସ, ଦୁଷ୍କର୍ମ ଅଭିଯୁକ୍ତକୁ ଏନକାଉଂଟର
- ପେଟ୍ରୋଲ ୫ ଓ ଡିଜେଲ ମୂଲ୍ୟରେ ୩ ଟଙ୍କା ବୃଦ୍ଧି କଲା ଏହି କମ୍ପାନୀ…
- ସଲମାନଙ୍କ ‘ମାତୃଭୂମି’କୁ ଗ୍ରୀନ ସିଗନାଲ୍, ଦୀୱାଲି ପରେ ରିଲିଜ୍ ପ୍ଲାନ୍
- ନନ୍ଦନକାନନରେ ସାମିଲ ୩୬ ନୂଆ ପ୍ରଜାତିର ପଶୁପକ୍ଷୀ
- ୧୦ ବର୍ଷ ବୟସରେ ମା’ଙ୍କୁ ହରାଇଲେ, ବର୍ଷକ ପରେ ପିତାଙ୍କୁ:ଏବେ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ଜିତି ରଚିଲେ ଇତିହାସ
- ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ;ଡିଜେ ବଜାଇବାକୁ ନେଇ…

Comments are closed.