ଭୁବନେଶ୍ୱର: ବାଙ୍ଗାଲୋରରେ ୨୦ ଫେବୃୟାରୀରୁ ଆରମ୍ଭ ହେବାକୁ ଯାଉଥିବା ବିଜୟ ହଜାରେ ଟ୍ରଫି ପାଇଁ ବୁଧବାର ୨୨ ଜଣିଆ ଓଡିଶା ଦଳ ଘୋଷଣା କରାଯାଇଛି । ଦଳର ନେତୃତ୍ୱ ଶାନ୍ତନୁ ମିଶ୍ର ନେବେ । ଚୟନ କମିଟି ମୂଖ୍ୟ ପ୍ରଭଞ୍ଜନ ମଲ୍ଲିକଙ୍କ ଉପସ୍ଥିତିରେ ଏହି ଦଳ ବଛା ଯାଇଥିଲା ।
ଖେଳାଳିଙ୍କ ନାମ: ଶାନ୍ତନୁ ମିଶ୍ର (ଅଧିନାୟକ), ସନ୍ଦୀପ ପଟ୍ଟନାୟକ, ଦେବାଶୀଷ ସାମନ୍ତରାୟ, ଶୁଭ୍ରାଂଶୁ ସେନାପତି, ଅଭିଷେକ ଯାଦବ, ଗୌରବ ଚୌଧୁରୀ, ରାମଚନ୍ଦ୍ର ବେହେରା, ଅମ୍ରିତ ଖଟୁଆ, ରାକେଶ ପଟ୍ଟନାୟକ, କାର୍ତିକ ବିଶ୍ୱାଳ, ରାଜେଶ ଧୂପର (ଉଇକେଟ କିପର), ପ୍ରବୀଣ ଲୋହା (ଉଇକେଟ କିପର), ଅଙ୍କିତ ଯାଦବ, ସୂର୍ଯ୍ୟକାନ୍ତ ପ୍ରଧାନ, ଦେବବ୍ରତ ପ୍ରଧାନ, ରାଜେଶ ମହାନ୍ତି, ତାରିଣୀ ଶ, ବି.ଶିବା, ହର୍ଷିତ ରାଠୋର, ସୌରଭ କାନୋଝିଆ, ବିକାଶ ରାଉତ, ପ୍ରୟାଶ ସିଂ ଠାକୁର ।
କୋଚ: ରଶ୍ମି ରଞ୍ଜନ ପରିଡା, ବୋଲିଂ କୋଚ-ଦୀପକ ମଙ୍ଗରାଜ, ଫିଲ୍ଡିଂକୋଚ:ଗୌତମ ଗୋପାଳ ।
BREAKING NEWS
- ଡିଆରଡିଓ ଏବଂ ଆଇଏଏଫ୍ ପକ୍ଷରୁ ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
- CBSEର ନୂଆ ଅଧ୍ୟକ୍ଷ ପ୍ରଶାନ୍ତ ଲୋଖଣ୍ଡେ ସୀତାରାମ
- ଏସଟି, ଏସସି, ଏସିବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢିଲା ସିଟ୍ ସଂରକ୍ଷଣ
- କାଶିରା ଗ୍ରାମରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସଫେଇ ଅଭିଯାନ
- ହାତୀ ମୃତ୍ୟୁ ଘଟଣା; ଫରେଷ୍ଟର ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ
- ହାର୍ଦ୍ଦିକ, ରୋହିତଙ୍କୁ ଫିଟନେସ ଟେଷ୍ଟ ପ୍ରମାଣିତ କରିବାକୁ କହିଲା ବିସିସିଆଇ
- ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ: ଭାରତୀୟ କ୍ୟାମ୍ପରେ ସାମିଲ ହେଲେ ଆକ୍ୱିବ ନବୀ
- ସାଇରାଜ ବାହୁଟୁଲେ ଭାରତୀୟ କ୍ରିକେଟ୍ ଦଳର ନୂଆ ସ୍ପିନ୍ ପ୍ରଶିକ୍ଷକ
- ଭାରତରେ ଶିଶୁ ମୃତ୍ୟୁ ହାରରେ ସୁଧାର, ଏବେବି ଏହି ରାଜ୍ୟ ସବୁଠାରୁ ଚିନ୍ତାଜନକ ସ୍ଥିତିରେ ରହିଛି
- CBSE ମାମଲାରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କୁ ବିଦା କଲେ
Comments are closed.