ଖୋର୍ଦ୍ଧା: ରାଜ୍ୟବ୍ୟାପୀ କଂଗ୍ରେ ଦେଇଥିବା ଓଡ଼ିଶା ବନ୍ଦ ପ୍ରଭାବ ଖୋର୍ଦ୍ଧାରେ ବି ଦେଖିବାକୁ ମିଳିଛି । ସକାଳୁ ସକାଳୁ କଂଗ୍ରେସ ନେତା ଓ କର୍ମୀ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ବନ୍ଦ ରହିଛି ଦୋକାନବଜାର, ଗାଡ଼ିମୋଟର ଚଳାଚଳ ।

ରାସ୍ତାଘାଟ ଶୂନଶାନ । ବିଭିନ୍ନ ଅନୁଷ୍ଠାନ ବନ୍ଦ । ମାଇକ୍ ଯୋଗେ ତୈଳ ଦର ବୃଦ୍ଧି ନେଇ ସରକାରଙ୍କ ଜନମାରଣା ନୀତି ବାବଦରେ ପ୍ରଚାର କରୁଛି କଂଗ୍ରେସ । କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ସହରରେ ବ୍ୟାପକ ପୋଲିସ ବି ମୁତୟନ ଅଛନ୍ତି ।
BREAKING NEWS
- ସରକାରୀ ଖଜଣାରୁ ୩ କୋଟି ୬୭ ଲକ୍ଷ ଟଙ୍କା ଲୁଟ୍ ଅଭିଯୋଗ, ୨ ଗିରଫ
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
Comments are closed.