ଲଣ୍ଡନ: ଅକ୍ସଫୋର୍ଡ ୟୁନିଭରସିଟି ଷ୍ଟୁଡେଣ୍ଟସ୍ ୟୁନିଅନ୍ ନିର୍ବାଚନରେ ଜିତି ଇତିହାସ ସୃଷ୍ଟି କରିଥିବା ଭାରତୀୟ ମୂଳ ଛାତ୍ରୀ ରଶ୍ମୀ ସାମନ୍ତ ଏହି ପଦରୁ ଇସ୍ତଫା ଦେଇଛନ୍ତି। କୁହାଯାଉଛି ଯେ ତାଙ୍କର ଗତ କିଛି ମନ୍ତବ୍ୟରେ ବିବାଦକୁ ଦୃଷ୍ଟିରେ ରଖି ସେ ଇସ୍ତଫା ଦେଇଛନ୍ତି। ୧୩ ଫେବୃଆରୀରେ ଅକ୍ସଫୋର୍ଡ ୟୁନିଭରସିଟି ଷ୍ଟୁଡେଣ୍ଟସ ୟୁନିଅନର ସଭାପତି ଭାବରେ ନିର୍ବାଚିତ ହୋଇଥିବା ରଶ୍ମୀ ସାମନ୍ତ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା।
BREAKING NEWS
- Malda Hostage Case:ବିମାନବନ୍ଦରରୁ ମାଲଦା ହିଂସାର ‘ମାଷ୍ଟରମାଇଣ୍ଡ’ AIMIM ନେତା ଗିରଫ, ଅନ୍ୟ ୩୫ ଜଣ ମଧ୍ୟ ବନ୍ଧା ହେଲେ
- ମିଛ କହିବା ଦ୍ୱାରା ଗରମ ହୁଏ ଶରୀରର ଏହି ଅଂଶ, ଜାଣନ୍ତୁ ଏହା ପଛର ରହସ୍ୟ..
- CM Completed His self-enumeration: ସ୍ୱ-ଜନଗଣନାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ନିଜ ବାସଭବନରେ କଲେ ନିଜର ସେଲ୍ଫ ଏନୁମରେସନ୍
- ଭୂତଳର କେଉଁ ସ୍ଥାନରୁ ଆସିଥାଏ ତେଲ? ଜାଣନ୍ତୁ ଏହା କାହିଁକି କିଛି ସୀମିତ ସ୍ଥାନରୁ ମିଳେ
- ଆଳୁ ଦର ୧୨ ଟଙ୍କାରୁ ଅଧିକ ବିକ୍ରି କଲେ ହେବ କାର୍ଯ୍ୟାନୁଷ୍ଠାନ: ଯୋଗାଣ ବିଭାଗ
- Explosion: ବାଣ ଭିଡ଼ିବା ବେଳେ ଭୟଙ୍କର ବିସ୍ଫୋରଣ; ନାବାଳକ ସମେତ ୬ ଜଣ ଗୁରୁତର
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
Comments are closed.