ଭୁବନେଶ୍ବର : ରାଜଧାନୀରେ ଯୁବତୀଙ୍କ ଠାରୁ ଲୁଟ୍ । ବାଣୀବିହାର ଛକରେ ଯୁବତୀଙ୍କ ଠାରୁ ୨୦ ହଜାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୨୦ ହଜାର ଟଙ୍କା ମୋବାଇଲ ଫୋନ୍, ଏଟିଏମ କାର୍ଡ ସହ ଭ୍ୟାନ୍ଟି ବ୍ୟାଗ ଛଡ଼ାଇ ନେଇଛନ୍ତି ଲୁଟେରା । ସସ୍ମିତା ପାତ୍ର ନାମକ ଜଣେ ଯୁବତୀ ସ୍କୁଟି ଚଳାଇ ଯାଉଥିବା ବେଳେ ତାଙ୍କୁ ପିଛା କରିଥିଲେ ଲୁଟେରା । ଦୁଇଜଣ ଲୁଟେରା ବାଇକରେ ଆସି ସସ୍ମିତାଙ୍କ ଭ୍ୟାନିଟ ଛଡାଇ ନେଇଥିଲେ । ଏହାପରେ ଗଟଣାସ୍ଥଳରୁ ଚମ୍ପଟ ମାରିଥିଲେ ଲୁଟେରା । ଏନେଇ ସହିଦ ନଗର ଥାନାରେ ଅଭିଯୋଗ କରିଛନ୍ତି ସସ୍ମିତା ।
BREAKING NEWS
- ବାଂଲାଦେଶରେ ଘୋଷଣା ହେଲା ସାଧାରଣ ନିର୍ବାଚନ ତାରିଖ, ଏହି ଦିନ ପଡିବ ଭୋଟ୍…
- ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ‘ଓଡିଶା ମାଷ୍ଟର୍ସ ୨୦୨୫’; ଯୋଗଦେଲେ ମୁଖ୍ୟମନ୍ତ୍ରୀ
- Jajpur Buddhist Tourism: ବିକଶିତ ହେବ ଯାଜପୁରର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ର…
- ନବରଙ୍ଗପୁରରେ ୩୫ ଜଣଙ୍କୁ ନାଗରିକତା ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
- Road Accident: ବସ ସହ ବାଇକର ମୁହାଁମୁହିଁ ଧକ୍କା, ଅକାଳରେ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ
- ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର
- କଟକରେ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ଭିଭିପ୍ରସ୍ତର ସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ
- ଅର୍ଶଦୀପଙ୍କ ନାମରେ ଯୋଡି ହୋଇଗଲା ଅଲୋଡା ରେକର୍ଡ
- ବିହାରରେ କାୟା ମେଲାଇଛି ଏଚଆଇଭି; ୪୦୦ରୁ ଉର୍ଦ୍ଧ୍ବ ପିଲା ସଂକ୍ରମିତ…
- ଗୋଆ ଅଗ୍ନିକାଣ୍ଡ: ନାଇଟ୍ କ୍ଲବ୍ ମାଲିକ ଲୁଥ୍ରା ବ୍ରଦର୍ସଙ୍କ ଅଗ୍ରୀମ ଜାମିନ୍ ଆବେଦନକୁ ଖାରଜ କଲେ ଦିଲ୍ଲୀ କୋର୍ଟ
Comments are closed.